ମାଲକାନଗିରି ଜିଲ୍ଲାରେ ମାଓ ବିରୋଧୀ ପୋଷ୍ଟର

ମାଲକାନଗିରି, (ଅରୁନିମା ପୁରୋହିତ):ମାଓବାଦୀ ଙ୍କୁ ବିରୋଧ କରି ପୋଷ୍ଟର ଲାଗିଲା ସ୍ବାଭିମାନ ଅଞ୍ଚଳରେ । ବିଚ୍ଛିନ୍ନ ଅଞ୍ଚଳ ଉନ୍ନୟନ ସମିତି ପକ୍ଷରୁ ଏହି ପୋଷ୍ଟର ଲଗାଯାଇଛି ।

Read more

Advertisement

ଏବେ ଏବେ