ମିଳିଲା ବ୍ୟାଟେରୀ ଚାଳିତ ଟ୍ରାଇସାଇକେଲ

ହାଟଡିହିି, (ବିକାଶ ବିଶ୍ୱାଳ):ହାଟଡିହି ବ୍ଲକ ଆଇତିପୁର ପଞ୍ଚାୟତ ମଧୁପୁର ଗ୍ରାମର ନବଘନ ବାରିକଙ୍କୁ ଏକ ବ୍ୟାଟେରୀ ଚାଳିତ ଟ୍ରାଇ ସାଇକେଲ ବ୍ଲକ ପକ୍ଷରୁ ଯୋଗାଇ ଦିଆଯାଇଛି ।

Read more

Advertisement

ଏବେ ଏବେ