ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ ସହ ଶିକ୍ଷକ ମାନଙ୍କ ଦାବି ଉପସ୍ଥାପନ କଲା ଏସ୍ଟିଏଫ୍ଓ
ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ଓଡ଼ିଶା ବିଦ୍ୟାଳୟ ଶିକ୍ଷକ ମହାସଂଘ (ଏସ୍ଟିଏଫ୍ଓ) ପକ୍ଷରୁ ଏକ ପ୍ରତିନିଧି ମଣ୍ଡଳୀ ବୁଧବାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ
Read more


