ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ଅଧିନରେ ଜିଲ୍ଲାସ୍ତରୀୟ ବ୍ୟାଙ୍କର ଓ ଉଦ୍ୟୋଗୀ ସମ୍ମିଳନୀ

ଛତ୍ରପୁର, (ଦେବଦତ୍ତ ମହାରଣା):ସ୍ଥାନୀୟ ଜିଲ୍ଲା ସଂସ୍କୃତି ଭବନ ପରିସରରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଜିଲ୍ଲାସ୍ତରୀୟ ବ୍ୟାଙ୍କର ଓ ଉଦ୍ୟୋଗୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ