ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ଶିବରାଜ ସିଂ ଚୌହାନ

ଭୋପାଳ: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଶିବରାଜ ସିଂ ଚୌହାନ। ଚତୁର୍ଥ ଥର ପାଇଁ ଚୌହାନ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି।

Read more

Advertisement

ଏବେ ଏବେ