ମୁଲଣାନଗରରେ ରକ୍ତଦାନ ଶିବିର

ବାଲେଶ୍ୱର, (ସରୋଜ ପଣ୍ଡା):ବାବା ମଣ୍ଡଳେଶ୍ୱର ମନ୍ଦିର ଜୁନିୟର କମିଟି ପକ୍ଷରୁ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ମୁଲଣାନଗର ପ୍ରାଥମିକ ବିଦ୍ୟାଳୟ ପରିସରରେ ରବିବାର ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ