ମୃତ ସରକାରୀ କର୍ମଚାରୀଙ୍କ ଉତ୍ତରାଧିକାରୀଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ପ୍ରଦାନରେ ଜିଲ୍ଲା ଶିକ୍ଷା ବିଭାଗର ଅହେତୁକ ବିଳମ୍ବ ନେଇ ଜିଲ୍ଲାପାଳଙ୍କୁ ଅଭିଯୋଗ
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ବିଭାଗ ଅଧିନରେ କାର୍ଯ୍ୟରତ ଥାଇ ମୃତ୍ୟୁବରଣ କରିଥିବା ଶିକ୍ଷକ/ଶିକ୍ଷୟତ୍ରୀ ଓ ଅଣଶିକ୍ଷା କର୍ମଚାରୀଙ୍କ ଉତ୍ତରାଧିକାରୀଙ୍କୁ ସରକାରଙ୍କ ଅନୁକମ୍ପା ମୁଳକ ଯୋଜନାରେ
Read more


