ମେଗା ଫୁଡ଼ ପାର୍କ ପ୍ରତିଷ୍ଠା କରିବାକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରି

ନୂଆ ଦିଲ୍ଲୀ:କେନ୍ଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରଣାଳୟ ପକ୍ଷରୁ ୨୦୦୮ ମସିହା ଠାରୁ ଦେଶରେ ମେଗା ଖାଦ୍ୟ ପାର୍କ ଯୋଜନା (ଏମଏଫପିଏସ) କାର୍ଯ୍ୟକାରୀ କରାଯାଇ ଆସୁଛି ।

Read more

Advertisement

ଏବେ ଏବେ