ଗଜପତିରେ ପୁଣି ୧୫ କରୋନା ପଜିଟିଭ୍‌, ମୋଟ ୯୯ ରୋଗୀ ଚିହ୍ନଟ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା)-ଗଜପତି ଜିଲ୍ଲାରେ ଦିନକୁ ଦିନ କରୋନା ରୋଗୀଙ୍କ ସଂଖ୍ୟା ବଢିଚାଲିଛି । ଆଜି ପୁଣି ୧୫ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।

Read more

Advertisement

ଏବେ ଏବେ