ମୋନା’ର କାର୍ଯ୍ୟକାରିଣୀ ବୈଠକ

ବାଲେଶ୍ୱର, (ସରୋଜ ପଣ୍ଡା):ମିଳିତ ଓଡ଼ିଶା ନିଶା ନିବାରଣ ଅଭିଯାନ ‘ମୋନା’ର ମାସିକିଆ କାର୍ଯ୍ୟକାରିଣୀ ବୈଠକ ନେଳିଆବାଗସ୍ଥିତ କାର୍ଯ୍ୟାଳୟରେ ଆଇନଜୀବୀ ପ୍ରଭାକର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ