ମୋହନା ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟରେ ବ୍ୟାପକ ଅନିୟମିତତା ତଦନ୍ତ ପାଇଁ ଜିଲ୍ଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ କଣ୍ଟେଇକୋଳି ଠାରେ ଥିବା ଏମ୍.କେ.ସି.ଜି. ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟରେ ଅନିୟମିତତାକୁ ନେଇ ସ୍ମାରକ ପତ୍ର
Read more


