ମୋ ସ୍କୁଲ ଅଭିଯାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା ପତ୍ର
ନାଉଗାଁ, (ୱାଇଏନ୍ଏସ୍): ନାଉଗାଁ ବ୍ଳକରେ ମୋ ସ୍କୁଲ ଅଭିଯାନ କାର୍ଯ୍ୟକ୍ରମରେ ଅନ୍ତର୍ଭୂକ୍ତ ପୁରାତନ ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କର ପ୍ରଶଂସାପତ୍ର ବଂଟନ ଉର୍ଦ୍ଦେଶ୍ୟରେ ବିଦ୍ୟାଳୟମାନଙ୍କରେ ସମ୍ବର୍ଦ୍ଧନା ଉତ୍ସବ ଆୟୋଜନ କରାଯାଇଥିଲା
Read more


