ମୟୂରଭଞ୍ଜରେ ଲୋକାର୍ପିତ ହେଲା ୨ଶହ ଶଯ୍ୟା ବିଶିଷ୍ଟ ସ୍ୱତନ୍ତ୍ର କୋଭିଡ ହସ୍ପିଟାଲ

ରାଇରଙ୍ଗପୁର,(ଅକ୍ଷୟ କୁମାର ବିଶ୍ବାଳ):ଏପ୍ରିଲ ୧୫ ମୟୂରଭଞ୍ଜ ଜିଲ୍ଲାର ବାଙ୍କିଶୋଳଠାରେ ଥିବା ଆଦାନୀ-କିସ୍ ଆବାସିକ ବିଦ୍ୟାଳୟ କ୍ୟାମ୍ପସ ପରିସରରେ ଲୋକାର୍ପିତ ହୋଇଛି ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ୍-୧୯ ହସ୍ପିଟାଲ।

Read more

Advertisement

ଏବେ ଏବେ