ଯଶୋଦା ଫାଉଣ୍ଡେସନ ପକ୍ଷରୁ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ସାମଗ୍ରୀ ବଣ୍ଟନ

ଛତ୍ରପୁର, (ଦେବଦତ୍ତ ମହାରଣା):ଛତ୍ରପୁର ର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଯଶୋଦା ଫାଉଣ୍ଡେସନ ପକ୍ଷରୁ ଗୁରୁବାର ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୁ ଖାତା ବହି ସହ ଟୋବାଲ ବଣ୍ଟନ କରାଯାଇଛି

Read more

Advertisement

ଏବେ ଏବେ