ଯୁବକଙ୍କୁ ଆକ୍ରମଣ ଅଭିଯୋଗ

ଭଣ୍ଡାରିପୋଖରୀ , (ଦୁର୍ଯ୍ୟୋଧନ ଲେଙ୍କା): ଭଣ୍ଡାରିପୋଖରୀ ଥାନା ନପଙ୍ଗ ପଞ୍ଚାୟତ ଭାଟଣା ଗ୍ରାମରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ପୁଲିସ ନିକଟରେ ଅଭିଯୋଗ ହୋଇଛି ।

Read more

Advertisement

ଏବେ ଏବେ