ଯୁବ ରେଡ଼କ୍ରସ ସ୍ଵେଚ୍ଛାସେବୀଙ୍କୁ ପ୍ରଶିକ୍ଷଣ

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):କ୍ଷତ୍ରୀୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଯୁବରେଡ଼କ୍ରସରେ ଯୋଗ ଦେଇଥିବା ନୂତନ ସ୍ଵେଚ୍ଛାସେବୀଙ୍କ ପାଇଁ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି |

Read more

Advertisement

ଏବେ ଏବେ