ରାଇରଙ୍ଗପୁରରେ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଶିବିର

ରାଇରଙ୍ଗପୁର (ଅକ୍ଷୟ ବିଶ୍ୱାଳ): ରାଇରଙ୍ଗପୁର ଗୋଷ୍ଟୀ ଶିକ୍ଷା କାର୍ଯାଳୟ ପକ୍ଷରୁ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କର୍ମଶାଳା ଶିବିର ବି.ଇ.ଓ ସମ୍ମିଳନୀ କକ୍ଷ ପରିସରରେ ଅନୁଷ୍ଠିତ ହୋଇଯାଇଛି I

Read more

Advertisement

ଏବେ ଏବେ