ରାଇରଙ୍ଗପୁରରେ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ‘ପରିକ୍ରମା’ ପକ୍ଷରୁ ସଙ୍ଗୀତ ପ୍ରତିଯୋଗିତା
ରାଇରଙ୍ଗପୁର, (ଅକ୍ଷୟ କୁମାର ବିଶ୍ୱାଳ):ରାଇରଙ୍ଗପୁରର ଅଗ୍ରଣୀ ସାମାଜିକ -ସାଂସ୍କୃତିକ ଅନୁଷ୍ଠାନ “ପରିକ୍ରମା “ପକ୍ଷରୁ ଏକ ସଙ୍ଗୀତ ପ୍ରତିଯୋଗିତା ରାଇରଙ୍ଗପୁର ଉଚ୍ଚ ବାଳକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି.
Read more


