ରାଇରଙ୍ଗପୁର ଷ୍ଟାଡିୟମରେ ବ୍ଳକ ସ୍ତରୀୟ ଗ୍ରାମାଞ୍ଚଳ ଫୁଟବଲ ଟୁର୍ଣ୍ଣାମେଣ୍ଟରେ ସୁଦର୍ଶପୁର ପଞ୍ଚାୟତ ଟିମ୍ ଚମ୍ପିୟାନ
ରାଇରଙ୍ଗପୁର, (ଅକ୍ଷୟ କୁମାର ବିଶ୍ୱାଳ):ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ବ୍ଳକ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ସ୍ଥାନୀୟ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଇରଙ୍ଗପୁର ବ୍ଳକର ୯ ଟି
Read more


