ରାଜନଗରର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ହେଲେ ଜିଲ୍ଲା କଂଗ୍ରେସ ସଭାପତି

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ): ରାଜନଗର ବିଧାନସଭା ନିର୍ବାଚନ ମଣ୍ଡଳିର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତିଙ୍କୁ କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସର ସଭାପତି ଭାବେ ମନୋନ୍ୱିତ କରାଯାଇଥିବା ଜଣାପଡିଛି ।

Read more

Advertisement

ଏବେ ଏବେ