ରାଜନୈତିକ ଦଳର ପ୍ରତିନିଧିଙ୍କ ଉପସ୍ଥିତିରେ ଜିଲ୍ଲାର ଫାଇନାଲ ଭୋଟର ତାଲିକା ପ୍ରକାଶନ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ଉପସ୍ଥିତିରେ ଆଜି କେନ୍ଦ୍ରାପଡା ଜିଲ୍ଲାର ୫ଟି ବିଧାନସଭା ନିର୍ବାଚନ ମଣ୍ଡଳୀର ଫାଇନାଲ ଭୋଟର ତାଲିକାକୁ ପ୍ରକାଶନ କରାଯାଇଛି ।

Read more

Advertisement

ଏବେ ଏବେ