ରାଜ୍ୟ ମୁଖ୍ୟ ଶାସନ ସଚିବ ଏବଂ ପୁଲିସ ମହାନିର୍ଦ୍ଦେଶକମାନଙ୍କ ସହ କେନ୍ଦ୍ର କ୍ୟାବିନେଟ ସଚିବଙ୍କ ଭିଡିଓ କନଫରେନ୍ସ
ନୂଆଦିଲ୍ଲୀ : ତାବ୍ଲିଗ ଜମାତ ଅଂଶଗ୍ରହଣକାରୀଙ୍କ ଯୋଗୁଁ କରୋନା ସଂକ୍ରମଣ ବୃଦ୍ଧି ପାଇବାର ସମ୍ଭାବନାକୁ ଦୃଷ୍ଟିରେ ରଖି ରାଜ୍ୟଗୁଡିକ ଏହାର ଅଂଶଗ୍ରହଣକାରୀମାନଙ୍କୁ ଚିହ୍ନଟ କରିବା ଲାଗି କୁହାଯାଇଛି
Read more