ରାଧା ପ୍ରେମ ଲୀଳା କଳାକୁ ଗୁରୁଶିଷ୍ୟ ପରମ୍ପରା ମାଧ୍ୟମରେ ପୁନଃରୁଦ୍ଧାର କରିବା ନିମନ୍ତେ ପୁଟବଗଡ଼ ଗ୍ରାମରେ ଦୀକ୍ଷାନ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ
ଛତ୍ରପୁର, (ଦେବଦତ୍ତ ମହାରଣା):ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ଭୁବନେଶ୍ୱର ଦ୍ୱାରା ସ୍ଥାନୀୟ ବ୍ଲକ ଅନ୍ତର୍ଗତ ପୁଟବଗଡ଼ ଗ୍ରାମରେ
Read more


