ରାସ୍ତା ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ ମଧୁସ୍ମିତା
କେନ୍ଦ୍ରାପଡ଼ା, (ଚିତ୍ତରଂଜନ ଦାସ): ତିନିମୁହାଣି ଠାରୁ ଇଛାପୁର ଶ୍ରୀବଳଦେବଜୀଉଙ୍କ ମନ୍ଦିର ପର୍ଯ୍ୟନ୍ତ ରାସ୍ତା ମରାମତି ପାଇଁ ଜଣେ ଅଷ୍ଟମ ଶ୍ରେଣୀର ଛାତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ
Read more


