ଲୋକାୟୁକ୍ତଙ୍କ ଦ୍ୱାରା ପଟ୍ଟାମୁଣ୍ଡାଇ ଡିଗ୍ରୀ ମହିଳା ମହାବିଦ୍ୟାଳୟର ଦୁର୍ନିତୀ,ବେଆଇନ ନିଯୁକ୍ତି ଅଭିଯୋଗର ଶୁଣାଣୀ ଆସନ୍ତା ଡିସେମ୍ବର ୪କୁ ରହିଲା
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ): ବହୁ ଚର୍ଚ୍ଚିତ ପଟ୍ଟାମୁଣ୍ଡାଇ ଡିଗ୍ରୀ ମହିଳା ମହାବିଦ୍ୟାଳୟରେ ବେଆଇନ ନିଯୁକ୍ତି ଓ ଆର୍ଥିକ ଦୁର୍ନିତୀ ଅଭିଯୋଗର ତଦନ୍ତ କରିବାକୁ ଗତ ସୋମବାର ଓ
Read more


