ଶଙ୍କର୍ଷଣଙ୍କୁ ମିଳିଲା ଟ୍ରାଇସାଇକେଲ

ବନ୍ତ, (ଚାନ୍ଦିନୀ ମହାନ୍ତି) : ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ ହାସିନପୁର ଗ୍ରାମର ଦିବ୍ୟାଙ୍ଗ ଶଙ୍କର୍ଷଣ ବେହେରାଙ୍କୁ ବ୍ଲକ ପ୍ରଶାସନ ପକ୍ଷରୁ ଟ୍ରାଇସାଇକେଲ ପ୍ରଦାନ କରାଯାଇଛି ।

Read more

Advertisement

ଏବେ ଏବେ