ବ୍ରହ୍ମାକୁମାରୀସ୍, ଶାନ୍ତିକୁଣ୍ଡ ତରଫରୁ ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ ମେଢ଼ ତଥା ଆଧ୍ୟାତ୍ମିକ ଚିତ୍ର ପ୍ରଦର୍ଶନୀ କାର୍ଯ୍ୟକ୍ରମ ଅନୁଷ୍ଠିତ
ବ୍ରହ୍ମପୁର, ( ଅନିଲ କୁମାର):ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାନ୍ତିକୁଣ୍ଡ ତରଫରୁ ସ୍ଥାନୀୟ ଗୋଳାବନ୍ଧସ୍ଥ ପ୍ରସିଦ୍ଧ ଶୈବପୀଠ ଶ୍ରୀ ଧବଳେଶ୍ୱର ମହାଦେବ ମନ୍ଦିର ପରିସରରେ ସପ୍ତାହ ବ୍ୟାପୀ
Read more


