ଶାହିନବାଗ ପ୍ରତିବାଦକାରୀ ସର୍ବଦା ରାସ୍ତା ବନ୍ଦ କରିପାରିବେ ନାହିଁ : ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ : ଶାହିନବାଗରେ ସିଏଏ ବିରୋଧୀ ଆନ୍ଦୋଳନକୁ ସୁପ୍ରିମକୋର୍ଟ ସମାଲୋଚନା କରିଛନ୍ତି । ଏହା ଉପରେ କୌଣସି ରାୟ ଦେଇନଥିଲେ ମଧ୍ୟ ସୁପ୍ରିମକୋର୍ଟ ଏହାକୁ ସମାଲୋଚନା କରିଛନ୍ତି

Read more

Advertisement

ଏବେ ଏବେ