ଶିକ୍ଷକ ଶିକ୍ଷୟତ୍ରୀ ସମନ୍ୱୟ ବୈଠକ

ଭଣ୍ଡାରିପୋଖରୀ, (ଦୁର୍ଯୋଧନ ଲେଙ୍କା):ଭଣ୍ଡାରିପୋଖରୀ ବ୍ଲକ ରାଜେନ୍ଦ୍ରପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶିକ୍ଷକ ବସନ୍ତ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଶିକ୍ଷୟିତ୍ରୀ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି।

Read more

Advertisement

ଏବେ ଏବେ