ଶିଶୁ ମନ୍ଦିରର ବାର୍ଷିକ ଉତ୍ସବ

ଭଣ୍ଡାରିପୋଖରୀ, (ଦୁର୍ଯ୍ୟଧନ ଲେଙ୍କା):ଭଣ୍ଡାରିପୋଖରୀ ବ୍ଲକ ବାରିକପୁର ନିକଟସ୍ଥ ବାଘମରା ସରସ୍ୱତୀ ଶିଶୁ ମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ତହସିଲଦାର ସରୋଜକାନ୍ତ ନାୟକ ଉତ୍ସବକୁ ଉଦଘାଟନ କରିଥିଲେ।

Read more

Advertisement

ଏବେ ଏବେ