ଶୁକଦେବ ବ୍ରହ୍ମଚାରୀ ଉପ୍ରା ବିଦ୍ୟାଳୟରେ ସ୍ୱଛତା ହିଁ ସେବା କାର୍ଯ୍ୟକ୍ରମ
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗାଙ୍ଗପଡା ଗ୍ରାମପଞ୍ଚାୟତର ଦୋବନ୍ଧା ଗ୍ରାମର ଶୁକଦେବ ବ୍ରହ୍ମଚାରୀ ଉପ୍ରା ବିଦ୍ୟାଳୟରେ ‘ସ୍ୱଛତା ହିଁ ସେବା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
Read more




