ରାଜ୍ୟର ୫୦ ହଜାର ସରକାରୀ ସ୍କୁଲରେ ପାଣି, ବିଜୁଳି, ଶୌଚାଳୟ, ଇଂଟରନେଟ୍ ସୁବିଧା ଉପରେ ଗୁରୁତ୍ୱ ଦିଆଯିବ – ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, (ୱାଇଏନ୍ଏସ୍): ରାଜ୍ୟରେ ଶିକ୍ଷା ବ୍ୟବସ୍ଥା, ଶିକ୍ଷା କ୍ଷେତ୍ରରେ ଭାରତ ସରକାରଙ୍କ ବିଭିନ୍ନ ଯୋଜନା ଅଧୀନରେ ନିଆଯାଇଥିବା ପଦକ୍ଷେପ ଏବଂ ନୂଆ ଜାତୀୟ ନୀତି-୨୦୨୦ର କାର୍ଯ୍ୟକାରିତା ନେଇ
Read more