ଶ୍ରମିକ ସମବାୟ ସମିତି ପକ୍ଷରୁ ଗୁମ୍ମା ବିଡ଼ିଓଙ୍କୁ ସ୍ମାରକ ପତ୍ର ପ୍ରଦାନ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଶ୍ରମିକ ସମବାୟ ସମିତି ପକ୍ଷରୁ ଗୁମ୍ମା ବିଡ଼ିଓ ଆକାଶ କୁମାର ପଣ୍ଡାଙ୍କୁ ସ୍ମାରକ ପତ୍ର ପ୍ରଦାନ କରାଯାଇଛି।

Read more

Advertisement

ଏବେ ଏବେ