ଶ୍ରୀଅରବିନ୍ଦ ପୁର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ୨୭ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ବ୍ଲକ ଅନ୍ତର୍ଗତ ବାଲିପଦର ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ୨୭ତମ ବାର୍ଷିକ ଉତ୍ସବ ବାଲିପଦର ମାତୃଗିରୀ ଠାରେ ଅନୁଷ୍ଠିତ ହୋଇ ଯାଇଛି।

Read more

Advertisement

ଏବେ ଏବେ