ଶ୍ରୀଶ୍ରୀ ସିଦ୍ଧ ବଳଦେବଜୀଉ ପୂଜାପଣ୍ଡା ନିଯୋଗର ବାର୍ଷିକ ମହୋତ୍ସବ
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) :ପୈାଷପୂର୍ଣ୍ଣିମା ଅବସରରେ ତୁଳସୀକ୍ଷେତ୍ରାଧିପତି ଶ୍ରୀଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ପୂଜାପଣ୍ଡା ନିଯୋଗର ୨ୟ ବାର୍ଷିକ ମହୋତ୍ସବ ଇଛାପୁରସ୍ଥିତ ଯାତ୍ରୀନିବାସ ପରିସରରେ ଅନୁଷ୍ଠିତ ହୋଇଯାଇଛି ।
Read more


