ଶ୍ରୀସତ୍ୟସାଇ ସେବା ସମିତି ପକ୍ଷରୁ ଦନ୍ତ ଚିକିତ୍ସା ଶିବିର

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) :-ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ମୀରପାଟଣାସ୍ଥିତ ଶ୍ରୀ ସତ୍ୟସାଇ ବିଦ୍ୟା ମନ୍ଦିର ପରିସରରେ ଏକ ଦନ୍ତ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି

Read more

Advertisement

ଏବେ ଏବେ