ସଂଖ୍ୟାଲଘୁ ବିକାଶ ଟ୍ରଷ୍ଟ ପକ୍ଷରୁ କେନ୍ଦ୍ରାପଡା ଟେଲେଣ୍ଟ ସର୍ଚ୍ଚ ପରୀକ୍ଷା(କେ.ଟି.ଏସ.)ଅନୁଷ୍ଠିତ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡ଼ାର ଅଗ୍ରଣୀ ଅନୁଷ୍ଠାନ ସଂଖ୍ୟାଲଘୁ ବିକାଶ ଟ୍ରଷ୍ଟ ତରଫରୁ କେନ୍ଦ୍ରାପଡ଼ା ଟେଲେଣଟ ସର୍ଚ ପରୀକ୍ଷା (କେ.ଟି.ଏସ୍‌)-୨୦୨୪ ଗୋପସ୍ଥିତ ଜାଭିୟର ହାଇସ୍କୁଲରେ ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ