ସତ୍ୟପାଠରେ ମୋଦି ସମ୍ପତି ତଥ୍ୟ ଲୁଚାଇବା ଅଭିଯୋଗ ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା
ନୂଆଦିଲ୍ଲୀ(ଏଜେନ୍ସି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ନିର୍ବାଚନୀ ସତ୍ୟପାଠରେ ସମ୍ପତ୍ତି ସମ୍ପର୍କିତ ତଥ୍ୟ ଦେଇନଥିବା ଅଭିଯୋଗରେ ସୁପ୍ରିମକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାୟର କରାଯାଇଛି । ଆବେଦନକାରୀ
Read more


