ସଦାବାଜି ତୋଟା ରେ ଦ୍ୱାଦଶ ଭାଗବତ ଗାଦି ମେଳଣ

ନିମାପଡା, (ସନ୍ତୋଷ ଦାଶ):ପ୍ରାଚୀ ଉପତ୍ୟକା ର ସଦାବାଜି ତୋଟା ଠାରେ ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ଅବସରରେ ଦ୍ୱାଦଶ ଭାଗବତ ଗାଦି ମେଳଣ ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ