ସମାଜମଙ୍ଗଳ ହୁଣ୍ଡିରୁ ଦୁଇଜଣ କର୍କଟ ପିଡ଼ିତଙ୍କୁ ଆର୍ଥିକ ସହାୟତା ପ୍ରଦାନ

ଯାଜପୁର, (ଯୁଗାବ୍ଦ ନ୍ୟୁଜ):ଯାଜପୁର ଜିଲ୍ଲାର ପ୍ରତିଷ୍ଠିତ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଅନ୍ୱେଷଣ ଥିଏଟର ତାର ବାର୍ଷିକ ଉତ୍ସବ ଅବସରରେ ସମାଜମଙ୍ଗଳ ହୁଣ୍ଡିଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି

Read more

Advertisement

ଏବେ ଏବେ