ସମୀର ଟିଭିଏସ ପକ୍ଷରୁ ସଡକ ସୁରକ୍ଷା ସଚେତନତା ଶୋଭାଯାତ୍ରା

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ସମୀର ଟିଭିଏସର ୨୬ ତମ ବାର୍ଷିକ ଉତ୍ସବ ଅବସରରେ ଏକ ସଡକ ସୁରକ୍ଷା ସମ୍ପର୍କିତ ଶୋଭାଯାତ୍ରା କେନ୍ଦ୍ରାପଡା ସହରରେ ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ