ସରକାରୀ ଜମି ହଡ଼ପ ଅଭିଯୋଗ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଲୋକପ୍ରତିନିଧିଙ୍କ ଅନଶନ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟରେ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ମନମୁଖି ଶାସନ ଏବଂ ବିଧାୟକ ବିଜୁ ପାଠାଗାର ନାମରେ
Read more


