ସରକାରୀ ସ୍କୁଲର ଛାତ୍ରଛାତ୍ରୀଙ୍କୁ ସ୍ୱତନ୍ତ୍ର ସଂରକ୍ଷଣ ନିଷ୍ପତ୍ତି; ଯୁବ ବିଜେଡି ଓ ଛାତ୍ର ବିଜେଡ଼ି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା
କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ):ସରକାରୀ ବିଦ୍ୟାଳୟମାନଙ୍କରେ ପାଠ ପଢୁଥିବା ଛାତ୍ରଛାତ୍ରୀ ମାନଙ୍କୁ ସରକାରୀ ମେଡିକାଲ କଲେଜ ଓ ଇଞ୍ଜିନିୟରିଂ କଲେଜରେ ପ୍ରବେଶ ପାଇଁ ମିଳିବ ସ୍ୱତନ୍ତ୍ର ସଂରକ୍ଷଣ।
Read more