ସରମଙ୍ଗା ବିଦ୍ୟାଳୟରେ ବୃକ୍ଷରୋପଣ ଓ ପରିବେଶ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

ହାଟଡିହି, (ବିକାଶ ବିଶ୍ୱାଳ ) : ଷଡଙ୍ଗ ପଞ୍ଚାୟତର ସରମଙ୍ଗା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷରୋପଣ ଓ ପନରିବେଶ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁୂଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ