ସରୋଜ ଖାନଙ୍କ ପରଲୋକ

ମୁମ୍ବାଇ : ପ୍ରସିଦ୍ଧ କୋରିଓଗ୍ରାଫର ସରୋଜ ଖାନଙ୍କ ପରଲୋକ ହୋଇଯାଇଛି । ନିଶ୍ୱାସ ପ୍ରଶ୍ୱାସ ନେବା ପରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

Read more

Advertisement

ଏବେ ଏବେ