ସହିଦ ଯବାନଙ୍କ ସ୍ମୃତିରେ କ୍ୟାଣ୍ଡଲ ଶୋଭାଯାତ୍ରା

ହାଟଡିହି, (ବିକାଶ ବିଶ୍ୱାଳ ) :-ପୁଲୱାମା ଆକ୍ରମଣରେ ସହିଦ ବୀର ଜୱାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ହାଟଡିହି ବ୍ଲକ ନୁଆରମ୍ପାସ ଗ୍ରାମରେ ଏକ କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି

Read more

Advertisement

ଏବେ ଏବେ