ସାନମାଣିତିଆ ପଞ୍ଚାୟତର ପ୍ରାକ୍ତନ ସରପଞ୍ଚ ଧିରେନ ପରିଡାଙ୍କ ଦ୍ୱାଦଶାହରେ ସ୍ମୃତିସଭା
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ସାନମାଣିତିଆ ଗ୍ରାମପଞ୍ଚାୟତର ପ୍ରଥମ ଲୋକପ୍ରିୟ ସରପଞ୍ଚ ଧିରେନ କୁମାର ପରିଡାଙ୍କ ଦ୍ୱାଦଶାହ ଅବସରରେ ଏକ ସ୍ମୃତିସଭା ତାଙ୍କ ବଡମାଣିତିଆସ୍ଥିତ ବାସଭବନ
Read more


