ସିବିଏସଇ ଦଶମ ଓ ଦ୍ଵାଦଶ ଶ୍ରେଣୀର ଅବଶିଷ୍ଟ ପରୀକ୍ଷା ପାଇଁ ତାରିଖ ଘୋଷଣା

ନୂଆଦିଲ୍ଲୀ : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ଦ୍ଵାରା ପରିଚାଳିତ ଦଶମ ଓ ଦ୍ଵାଦଶ ଶ୍ରେଣୀ ପାଇଁ ବାକି ରହିଥିବା ପରୀକ୍ଷାଗୁଡିକର ତାରିଖ ଘୋଷଣା କରାଯାଇଛି

Read more

Advertisement

ଏବେ ଏବେ