ସିମନବାଡ଼ି ଜଙ୍ଗଲ ଜଳୁଛି ବନ ଜୀବଜନ୍ତୁଙ୍କ ଜୀବନ ବିପଦରେ ପଡ଼ି ଯାଇଛି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): ଖରାଦିନ ଆରମ୍ଭ ହେଉଣୁ ଜଙ୍ଗଲରେ ନିଆଁ ଲାଗିଛି। କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡ ଦାରିଙ୍ଗବାଡ଼ି ବନାଞ୍ଚଳ ସିମନବାଡ଼ି ନିକଟସ୍ଥ ଜଙ୍ଗଲ ଜଳୁଛି।

Read more

Advertisement

ଏବେ ଏବେ