ସୀମା ସୁରକ୍ଷା ବାହିନୀର ମାଗଣା ସ୍ବାସ୍ଥ୍ୟ ଶିବିର

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଗୋଛାପଡା ଠାରେ ନୂତନ ଭାବେ ଅବସ୍ଥାପିତ ହେଇଥିବା ବିଏସଏଫ କ୍ୟାମ୍ପ ତରଫରୁ ଏକ ମାଗଣା ସ୍ବାସ୍ଥ୍ୟ ଶିବିର ଆୟୋଜନ କରାଯାଇଥିଲା।

Read more

Advertisement

ଏବେ ଏବେ